ମୁଖ୍ୟମନ୍ତ୍ରୀ ଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

STATE

ଆଜି ରାଜ୍ୟ ସଚିବାଳୟରେ ବସିଥିଲା ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ । ଏହାକୁ ଅଧ୍ୟକ୍ଷତା କରୁଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକରେ ଯୋଗ ଦେଇଥିଲେ ବିଭିନ୍ନ ବିଭାଗର ମନ୍ତ୍ରୀ, ଶାସକ ଓ ବିରୋଧୀ ଦଳର ବିଧାୟକ । ଏହା ବ୍ୟତୀତ ମୁଖ୍ୟ ସଚିବଙ୍କ ସହିତ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।

loading...

ପ୍ରାକୃତିକ ବିପତ୍ତିର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବନ୍ୟା ବିପତ୍ତି ଆଟଲାସ ଉନ୍ମୋଚନ କରାଯାଇଥିଲା । ଏହାଦ୍ଵାରା ଏତିକି ଲାଭ ହେବ ଯେ ବନ୍ୟା ଦ୍ଵାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳସମୂହ ପ୍ରତି ସ୍ଵତନ୍ତ୍ର ଧ୍ୟାନ ଦିଆଯାଇପାରିବ ଓ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯାଇପାରିବ ।

Please follow and like us:
error
loading...