ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା, ରାଜ୍ୟରେ ୨ ଦିନ ଯାଏଁ ବର୍ଷା

ଭୁବନେଶ୍ବର : ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ଟିଟିଲାଗଡ଼ରେ ସର୍ବାଧିକ ୩୭ମିମି ବର୍ଷା ରେକର୍ଡ଼ କରାଯାଇଛି। ଏହାଛଡ଼ା ଗୋପାଳପୁରରେ ୨୭, କଟକରେ ୧୯, ମାଲକାନଗିରି, ଦାରିଙ୍ଗବାଡ଼ି ଓ ଛତ୍ରପୁରରେ ୧୩ ମିମି ଲେଖାଏଁ ବର୍ଷା ହୋଇଥିବା ଭୁବନେଶ୍ବର ଆଞ୍ଚଳିକ […]

Continue Reading

ରାଜ୍ୟରେ ବର୍ଷା ସମ୍ଭାବନା , ୨୪ଘଣ୍ଟା ରେ ଏହି ସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ଭିରେ ରାଜ୍ୟର ଅଳ୍ପ କିଛି ଅଞ୍ଚଳରେ ବର୍ଷା ହୋଇଛି। ତେବେ ଆସନ୍ତା ୨୪ଘଣ୍ଟା ଭିତରେ ଦକ୍ଷିଣ ଓଡ଼ିଶା ସମେତ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁରର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। କୋରାପୁଟ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁୁଡ଼ା, ସମ୍ବଲପୁର, ଦେବଗଡ଼,ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର ଓ […]

Continue Reading

ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ଦକ୍ଷିଣ ଟ୍ରଫ ଲାଇନ ସମୁଦ୍ର ପତ୍ତନଠାରୁ ୨.୧ କିମିରୁ ୩.୧ କିମି ମଧ୍ୟରେ ଉତ୍ତର-ପୂର୍ବ ବିହାର ଠାରୁ ଉତ୍ତର ଉପକୂଳ ଓଡ଼ିଶା ଯାଏଁ ଲମ୍ବିଛି । ଏଥିପାଇଁ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୋଟେରୁ ଦୁଇଟି ସ୍ଥାନରେ ଏବଂ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ଉତ୍ତର ଓଡ଼ିଶାର ଅନେକ […]

Continue Reading

ଆସୁଛି ରାଜ୍ୟରେ ବଡ ବର୍ଷା, କାଲିଠୁ ବୃଦ୍ଧି ପାଇବ ବର୍ଷାର ପରିମାଣ

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆଜିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର […]

Continue Reading

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା

ଭୁବନେଶ୍ବର :  ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ରବିବାର ପହିଲି ରଜରେ ଅଧିକାଂଶ ଜିଲାରେ କମ୍ ବର୍ଷା ହୋଇଥିଲେ ସୁଦ୍ଧା ପାଗ ମେଘୁଆ ରହିଥିଲା। ଆସନ୍ତା ୧୯ ତାରିଖ ଯାଏ ଅଧିକାଂଶ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରେ ସର୍ବାଧିକ ୧୫୮ ମିମି ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ାରେ ୯୫.୨ ମିମି, କଟକରେ ୪୯ ମିମି, ସମ୍ବଲପୁରରେ ୪୩.୬ ମିମି, ପାରଳାଖେମୁଣ୍ଡିରେ ୩୪ ମିମି, […]

Continue Reading

ମୌସୁମୀ କାରଣରୁ ଏବେ ରାଜ୍ୟର ଅନେକ ସ୍ଥାନରେ ବର୍ଷା

ଭୁବନେଶ୍ବର : ମାଲକାନଗିରି, କୋରାପୁଟ ଜିଲ୍ଲା ସହ ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ପହଞ୍ଚିଛି ମୌସୁମୀ । ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣ ଓଡ଼ିଶାର ବାକି ଅଞ୍ଚଳ ସହ ରାଜ୍ୟର ଅଧିକାଂଶ ଅଞ୍ଚଳରେ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ଅଛି । ମୌସୁମୀ ଆସିଲେ ମଧ୍ୟ ରାଜ୍ୟରେ ଆଶାନୁଯାୟୀ ବର୍ଷା ହୋଇନାହିଁ । ଶୁକ୍ରବାର ଅପରାହ୍ନ ପରେ ବର୍ଷା ପ୍ରାୟତଃ କମିଯିବ । ୧୬ ତାରିଖ ଯାଏଁ ରାଜ୍ୟରେ ବିଶେଷ ବର୍ଷା […]

Continue Reading

ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା , ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଜୋରରେ ବର୍ଷିବ ବର୍ଷା

ଭୁବନେଶ୍ବର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହା ଧୀରେଧୀରେ ପଶ୍ଚିମ ଉତ୍ତର-ପଶ୍ଚିମକୁ ଗତି କରିବ ଓ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଫଳରେ ୧୦ତାରିଖରୁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ […]

Continue Reading

ରାଜ୍ୟରେ ୧୦ ରୁ ଲଘୁଚାପ ଜନିତ ବର୍ଷା ହେବା ସମ୍ଭାବନା

ଭୁବନେଶ୍ବର :  ଆସନ୍ତା ୪୮ଘଣ୍ଟା ଭିତରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୮ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ଅଧିକ ସକ୍ରିୟ ହେବା ସହିତ ଜୁନ ୧୦ତାରିଖଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ମୁଖ୍ୟ […]

Continue Reading

ରାଜ୍ୟରେ ବର୍ଷା ଜାରି , ପାରାଦୀପରେ ୭୫.୩ ମିମି ବର୍ଷା ରେକର୍ଡ

ଭୁବନେଶ୍ୱର : ବାତ୍ୟା ଅମ୍ପନ୍ ପ୍ରଭାବରେ ପାରାଦୀପରେ ବର୍ଷା ପବନ ଗତକାଲିଠାରୁ ଆରମ୍ଭ ହୋଇଯାଇଛି। ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର କହିଛନ୍ତି, ଏବେ ସେଠାରେ ଘଂଟାପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ ବହୁଛି। ପାରାଦୀପ ଅଞ୍ଚଳରେ ୭୫.୩ ମିମି ବର୍ଷା ରେକର୍ଡ କରାଯାଇଛି। ବାତ୍ୟା ଅମ୍ପନକୁ ଦୃଷ୍ଟିରେ ରଖି ଜିଲ୍ଲାର ୯ହଜାର ୭୬ ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୧୧୨ଟି ଆଶ୍ରୟସ୍ଥଳୀରେ ରଖାଯାଇଛି। ବାଲିକୁଦାର ୫୫୦ ଜଣ ଲୋକଙ୍କୁ ୧୫ ଟି ଆଶ୍ରୟସ୍ଥଳୀରେ, ଏରସମାର […]

Continue Reading

ରାଜ୍ୟରେ ୩ ଦିନଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହା ସହ କିଛି ସ୍ଥାନରେ ଉପରବେଳା କାଳବୈଶାଖୀ ବର୍ଷା ଲାଗି ରହିଛି। ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ କିଛି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ସୂଚନା ମିଳିଛି । ଆଜି ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ। ଏହି ସମୟରେ ପବନର ବେଗ ଅଧିକ ରହିବ। […]

Continue Reading