୩ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ଚଳିତ ବର୍ଷ ଆସନ୍ତା ମାର୍ଚ୍ଚ ୩ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏପ୍ରିଲ ମାସ ପ୍ରଥମ ସପ୍ତାହରୁ ଆରମ୍ଭ ହେବ +୨ ଖାତା ମୂଲ୍ୟାୟନ । ପରୀକ୍ଷା ଖାତା ଦେଖା କାର୍ୟ୍ୟରେ ଯୋଗ ନଦେଲେ ଅଧ୍ୟାପକଙ୍କ ବିରୋଧରେ ହେବ ଦୃଢ କାର୍ୟ୍ୟାନୁଷ୍ଠାନ । ଏନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏପ୍ରିଲ ପ୍ରଥମ ସପ୍ତାହରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ […]

Continue Reading
Odisha Infocus

ମାର୍ଚ୍ଚ ୭ ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ଯୁକ୍ତ ଦୁଇ ପରୀକ୍ଷା ନେଇ ଆଜି  ଉଚ୍ଚ ମଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଜାରି କରାଯାଇଛି | ଆସନ୍ତା ମାର୍ଚ୍ଚ ୭ ତାରିଖରୁ ସାରା ରାଜ୍ୟରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ମାର୍ଚ୍ଚ ୭ ତାରିଖରୁ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ମାର୍ଚ୍ଚ ୮ରେ କଳା ବିଭାଗ ପରକ୍ଷା ଆରମ୍ଭ ହେବ। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଥିଓରୀ ପରୀକ୍ଷା ପୂର୍ବରୁ […]

Continue Reading