ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ଦକ୍ଷିଣ ଟ୍ରଫ ଲାଇନ ସମୁଦ୍ର ପତ୍ତନଠାରୁ ୨.୧ କିମିରୁ ୩.୧ କିମି ମଧ୍ୟରେ ଉତ୍ତର-ପୂର୍ବ ବିହାର ଠାରୁ ଉତ୍ତର ଉପକୂଳ ଓଡ଼ିଶା ଯାଏଁ ଲମ୍ବିଛି । ଏଥିପାଇଁ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୋଟେରୁ ଦୁଇଟି ସ୍ଥାନରେ ଏବଂ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ଉତ୍ତର ଓଡ଼ିଶାର ଅନେକ […]

Continue Reading