ବାରିପଦାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ ଓ ୬ ଗୁରୁତର

ବାରିପଦାରେ ଗୋଟିଏ ଚଳନ୍ତା ଅଟୋକୁ ଜୋରରେ ଏକ ଟ୍ରକ ଦୃତ ଗତିରେ ଆସି ଧକ୍କା ଦେବା ଫଳରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୨ ଜଣଙ୍କର ଶୋଚନୀୟ ଭାବେ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଭୀଷଣ ଭାବେ ଗୁରୁତର ହୋଇଛନ୍ତି । ସବିଶେଷ ତଥ୍ୟ ଅନୁଯାୟୀ, ଏନଏଚ-୪୯ର ବାଙ୍ଗିରିପୋଷି ଘାଟିରେ ଗୋଟିଏ ଟ୍ରକ, ଅଟୋକୁ ଧକ୍କା ଦେବାରୁ ଏପରି ଏକ ବଡ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ହିଁ ୨ ଜଣ […]

Continue Reading

ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ୪ ନାବାଳକଙ୍କ ମୃତ୍ୟୁ

କୋରାପୁଟ : କୋରାପୁଟ ପାଡୁଆ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣ ନାବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ଗୋଟିଏ ବାଇକରେ ୪ ନାବାଳକ ଯାଉଥିବା ସମୟରେ କୋରାପୁଟ ପାଡୁଆ ଡାକବଙ୍ଗଳା ୟୁ ଟର୍ଣ୍ଣ ଛକ ନିକଟରେ ଭାରସାମ୍ୟ ହରାଇ ବାଇକଟି ରାସ୍ତା ତଳକୁ ଖସି ପଡିଥିଲା। ଫଳରେ ଘଟଣା ସ୍ଥଳରେ ୪ ନାବାଳକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇଁ ପୁଲିସ ଘଟଣା ସ୍ଥଳରେ […]

Continue Reading

ଉତ୍ତର ପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ୨୩ ପ୍ରବାସୀ ଶ୍ରମିକ ମୃତ୍ୟୁ

ଔରୈୟା : ଉତ୍ତର ପ୍ରଦେଶର ଔରୈୟା ଜିଲ୍ଲାରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକମାନଙ୍କୁ ନେଇ ରାଜସ୍ଥାନ ଯାଉଥିବା ଏକ ଟ୍ରକ ଲକ୍ଷ୍ନୌ-ଆଗ୍ରା ଏନଏଚରେ ଅନ୍ୟ ଏକ ମାଲବାହୀ ଟ୍ରକକୁ ମୁହାଁମୁହିଁ ଧକ୍କା ଦେବାରୁ ୨୩ ଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ସେମାନଙ୍କୁ ଉଦ୍ଧାର କରାଯାଉଛି। ସମସ୍ତ ମୃତାହତ ଶ୍ରମିକ ବିହାର, ଝାଡଖଣ୍ଡ […]

Continue Reading

ୟୁପିରେ ମର୍ମଦୁନ୍ତ ସଡକ ଦୁର୍ଘଟଣା , ୭ ମୃତ

ମଥୁରା : ଉତ୍ତରପ୍ରଦେଶର ମଥୁରା ଜିଲ୍ଲାରେ ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । ମାଗୋରା ପୋଲିସ ଷ୍ଟେସନ ପରିସରରେ ଥିବା ଉମ୍ରି ଗାଁ ନିକଟରେ ଏକ ଟ୍ରକ ଓ ଟେମ୍ପୋ ମଧ୍ୟରେ ଧକ୍କା ହେବା ଫଳରେ ସାତ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ମୃତ୍ୟୁବରଣ କରିଥିବା ସମସ୍ତ ଲୋକ ଶ୍ରମିକ ଥିଲେ ଏବଂ ଘରକୁ ଫେରୁଥିଲେ। ଲକଡାଉନ୍ ସମୟରେ ଏପରି ଭୟଙ୍କର ଦୁର୍ଘଟଣା ପୋଲିସ ପ୍ରଶାସନକୁ ଚିନ୍ତାରେ ପକାଇଦେଇଛି । […]

Continue Reading
odisha infocus

ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ୍ୟୁ ୩ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କଲେଜ ବାଇପାସ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ପୋଲିସ ଭ୍ୟାନକୁ ଧକ୍କା ଦେଲା ଟ୍ରକ୍ । ଘଟଣାସ୍ଥଳରେ ଜଣେ ପୋଲିସ୍ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ଭିକାରୀ ଚରଣ ସେଠୀ । ସେ ଫାଷ୍ଟ ବାଟାଲିୟନର ଡେପୁଟି ସୁବେଦାର ଥିଲେ। ଆହତମାନେ ହେଲେ ଫାଷ୍ଟ ବାଟାଲିୟନର ହୃଷିକେଶ ସିଂହ, ରାଜେନ୍ଦ୍ର ବିଶ୍ୱାଳ ଓ […]

Continue Reading

ମୁଜାଫରପୁରରେ ସକାଳୁ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୧୧ ମୃତ୍ୟୁ

ନୂଆଦିଲ୍ଲୀ : ବିହାରର ମୁଜାଫରପୁରରେ ଆଜି ଭୋର ସମୟରେ ସକାଳୁ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୪ ଜଣଙ୍କୁ ଗୁରୁତର ଭାବେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କାଣ୍ଟି ଅଞ୍ଚଳରେ ଏକ ସ୍କର୍ପିଓ ଓ ଟ୍ରାକ୍ଟର ମଧ୍ୟରେ ଶକ୍ତ ଧକ୍କା ହୋଇଥିଲା ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଧକ୍କା ଏତେ ଭୟଙ୍କର ଥିଲା ଯେ, ତାହା […]

Continue Reading

ରାଜ୍ୟର ଦୁଇଟି ପୃଥକ ପୃଥକ ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଭୁବନେଶ୍ୱର : ରାଜ୍ୟର ୨ଟି ପୃଥକ ପୃଥକ ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କଳାହାଣ୍ଡିରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ କଳାହାଣ୍ଡି ଜିଲ୍ଲା ୬ ନମ୍ବର ରାଜ୍ୟ ରାଜପଥ ମଦନପୁର ରାମପୁର ଫାପସି ଛକ ନିକଟରେ ଆସୁଥିବା ଗୋଟିଏ ବାଇକ୍ ବିପରୀତ ଦିଗରେ ଆସୁଥିବା ଅନ୍ୟ ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଛି […]

Continue Reading

ଭଦୋଦରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ୧୨ଜଣଙ୍କ ମୃତ୍ୟୁ

ଭଦୋଦରା : ଗୁଜରାତର ଭଦୋଦରା ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଶୋଚନୀୟ ଭାବେ ୧୨ଜଣ ପ୍ରାଣ ହରାଇଛନ୍ତି ଓ ବହୁ ସଂଖ୍ୟକ ଲୋକ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଭଦୋଦରା ନିକଟ ପାଡରାଠାରେ ଲୋକ ନେଇ ଯାଉଥିବା ଏକ ଟ୍ରକ୍ ଗୋଟିଏ ଡମ୍ପର ସହିତ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଟ୍ରକରେ ଥିବା ଲୋକଙ୍କ ମଧ୍ୟରୁ ୭ଜଣଙ୍କ ମୃତ୍ୟୁ ହୋଇଥିଲା। ପରେ ଡାକ୍ତରଖାନାରେ ଅନ୍ୟ ୫ ଜଣ […]

Continue Reading

ତାମିଲନାଡୁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୨୦ମୃତ

ଚେନ୍ନାଇ : ତାମିଲନାଡୁରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୫ ଜଣ ମହିଳା ଥିବା ଜଣାପଡ଼ିଛି। ଆହତମାନଙ୍କ ମଧ୍ୟରୁ ମଧ୍ୟ ଅନେକ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ସୂଚନା ଅନୁସାରେ, କେରଳ ରାଜ୍ୟ ସଡ଼କ ପରିବହନ ନିଗମର ଏକ ବସ୍ କର୍ଣ୍ଣାଟକର ବେଙ୍ଗାଲୁରୁରୁ କେରଳର ଏର୍ଣ୍ଣାକୁଲମ ଯାଉଥିଲା। ତିରୁପୁର ଜିଲ୍ଲାର ଅବିନାଶୀ ସହର ନିକଟରେ […]

Continue Reading

ଫରିଦାବାଦରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧୪ ଜଣଙ୍କର ମୃତ୍ୟୁ

ଫରିଦାବାଦ : ବୁଧବାର ବିଳମ୍ବିତ ରାତିରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ ୱେରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୫ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ ୱେରେ ଏକ ଟ୍ରକକୁ ଧକ୍କା ଦେଇଛି ଏକ ଯାତ୍ରୀବାହୀ ସିଲ୍ପର ବସ୍ । ଦୁର୍ଘଟଣାର ପରେ ଖବର ପାଇ ପୁଲିସ ଏବଂ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ସ୍ଥାନୀୟ […]

Continue Reading