ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ଯୁକ୍ତ୨ ପରୀକ୍ଷା ସ୍ଥଗିତକଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର :  ଯୁକ୍ତ୨ ପରୀକ୍ଷା ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ସ୍ଥଗିତ ରହିବ। ବାକି ଥିବା ୬ ଦିନର ପରୀକ୍ଷା କେବେ ହେବ, ସେନେଇ ପରବର୍ତ୍ତୀ ସମୟରେ ପରୀକ୍ଷାର୍ଥୀଙ୍କୁ ଅବଗତ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପରୀକ୍ଷା ପରିଚାଳନା ହବ୍ ଗୁଡ଼ିକରେ ଥିବା ପ୍ରଶ୍ନପତ୍ର ସୁରକ୍ଷା ଉପରେ ଗୁରୁତ୍ୱ ଦେବାକୁ ୨୦୨ ହବ୍-ସୁପରଭାଇଜର୍ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପରିଷଦ ପକ୍ଷରୁ କୁହାଯାଇଛି, କୌଣସି ବି ପରିସ୍ଥିତିରେ ହବ୍ ଖୋଲାଯିବ ନାହିଁ। ଶନିବାର […]

Continue Reading

୩ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ଚଳିତ ବର୍ଷ ଆସନ୍ତା ମାର୍ଚ୍ଚ ୩ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏପ୍ରିଲ ମାସ ପ୍ରଥମ ସପ୍ତାହରୁ ଆରମ୍ଭ ହେବ +୨ ଖାତା ମୂଲ୍ୟାୟନ । ପରୀକ୍ଷା ଖାତା ଦେଖା କାର୍ୟ୍ୟରେ ଯୋଗ ନଦେଲେ ଅଧ୍ୟାପକଙ୍କ ବିରୋଧରେ ହେବ ଦୃଢ କାର୍ୟ୍ୟାନୁଷ୍ଠାନ । ଏନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏପ୍ରିଲ ପ୍ରଥମ ସପ୍ତାହରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ […]

Continue Reading