ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ ଲକ୍ଷ ଡେଇଁଲା, ମୃତ୍ୟୁ ସଂଖ୍ୟା ୮୨ ହଜାର ପାର

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଭାରତରେ ଗତ ୨୪ ଘଣ୍ଟାରେ ୯୦ ହଜାର ୧୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୨୯୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଫଳରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ୨୦ ହଜାର ୩୬୦କୁ ବୃଦ୍ଧି ପାଇଥିବାବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨ ହଜାର ୬୬ରେ ପହଞ୍ଚିଛି । ଏ ପର୍ଯ୍ୟନ୍ତ ମୋଟ ସକ୍ରିୟ ସଂଖ୍ୟା ରହିଛି ୯ […]

Continue Reading