ଅପରାହ୍ଣ ୪ ଘଟିକା ସମୟରେ ରାଷ୍ଟ୍ରକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ଣ ୪ ଘଟିକା ସମୟରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ବାର୍ତ୍ତା ପ୍ରଦାନ କରିବେ । ଅନ୍ଲକ୍-୨ର ଗାଇଡଲାଇନ୍ ଗତକାଲି ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରି ହୋଇଯାଇଛି । ଠିକ୍ ଏହାର ପରେ ପରେ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ର ଉଦ୍ଦେଶ୍ୟରେ ଦେବାକୁ ଥିବା ବାର୍ତ୍ତା ସମ୍ପର୍କରେ ଦେଶବାସୀଙ୍କୁ ଅବଗତ କରାଯାଇଛି । ପ୍ରଧାନମନ୍ତ୍ରୀ ତାଙ୍କ ଉଦ୍ବୋଧନରେ ଦେଶର ସାମ୍ପ୍ରତିକ କରୋନା ପରିସ୍ଥିତି […]

Continue Reading