ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ଦକ୍ଷିଣ ଟ୍ରଫ ଲାଇନ ସମୁଦ୍ର ପତ୍ତନଠାରୁ ୨.୧ କିମିରୁ ୩.୧ କିମି ମଧ୍ୟରେ ଉତ୍ତର-ପୂର୍ବ ବିହାର ଠାରୁ ଉତ୍ତର ଉପକୂଳ ଓଡ଼ିଶା ଯାଏଁ ଲମ୍ବିଛି । ଏଥିପାଇଁ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୋଟେରୁ ଦୁଇଟି ସ୍ଥାନରେ ଏବଂ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ଉତ୍ତର ଓଡ଼ିଶାର ଅନେକ […]

Continue Reading

ପବନର ବେଗ ୪୦ରୁ ୫୦ କିମି ସହିତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ। କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ବର୍ଷା ହେବ। ପବନ ଓ ବିଜୁଳି ସହ କିଛି ସ୍ଥାନରେ ଝଡ଼ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୪ ଦିନ ଏହିଭଳି ପାଗ ଲାଗି ରହିବାର ଆଶଙ୍କା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ବର ପାଣିପାଗ […]

Continue Reading